ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ;ଦାୟିତ୍ୱ ଗ୍ରହଣ କଲେ ପ୍ରହ୍ଲାଦ ଯୋଶୀ

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହା ଅନୁଯାୟୀ, ପ୍ରହ୍ଲାଦ ଯୋଶୀ ଆଜି (୨୬ ଜୁଲାଇ) ଶିକ୍ଷା ମନ୍ତ୍ରୀ ଭାବରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

Leave a Reply