ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଶୁକ୍ରବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ପାଇଁ ସମ୍ପୂର୍ଣ୍ଣ ନିରାମିଷ ମେନୁର […]