ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳରେ ବୁଧବାର ହାତୀ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ତାଙ୍କୁ ସ୍ଥାନୀୟ ଲୋକେ ଓ ବନବିଭାଗ ପକ୍ଷରୁ ଗୁରୁତର ଅବସ୍ଥାରେ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓ ପରେ […]