ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜରେ ଆସନ୍ତା ବର୍ଷରୁ ପିଜି ପାଠ୍ୟକ୍ରମ ଆରମ୍ଭ କରିବାକୁ ଉଦ୍ୟମ କରାଯାଉଛି। ଏ ପ୍ରସ୍ତାବ ଦେଇଛନ୍ତି ମେଡିକାଲ୍ କଲେଜ୍ କର୍ତ୍ତୃପକ୍ଷ। ଖୁବଶୀଘ୍ର ସରକାରଙ୍କ ସହ ଆଲୋଚନା […]